ଅଧିକ ପଢନ୍ତୁ : ସିସୋଦିଆଙ୍କୁ ପୁଣି ପାଞ୍ଚ ଦିନ ରିମାଣ୍ଡରେ ନେଲା ଇଡି
ତଳ କୋର୍ଟରେ ଜାମିନ ଖାରଜ ପରେ ମନୀଷ ସିସୋଦିଆ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିବେ ବୋଲି କହିଛନ୍ତି ମନୀଷଙ୍କ ଓକିଲ । ମଦ ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ପଚରାଉଚରା ପରେ ଫେବ୍ରୁଆରୀ ୨୬ରେ ଗିରଫ ହୋଇଥିଲେ ସିସୋଦିଆ ।
ଅର୍ଗସ ବ୍ୟୁରୋ : ମନୀଷ ସିସୋଦିଆଙ୍କୁ ବଡ ଝଟକା । ଜାମିନ ଆବେଦନକୁ ଖାରଜ କଲେ ଦିଲ୍ଲୀର ସ୍ବତନ୍ତ୍ର ସିବିଆଇ କୋର୍ଟ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି କୋର୍ଟ ।