କଳାରାହାଙ୍ଗରେ ଆୟଜିତ ସନ୍ଥ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପରେ ସୋଆ ବିଶ୍ଵବିଦ୍ୟାଳୟ ଅଡିଟୋରିୟମରେ ବାଦାମ ଚାଷୀଙ୍କ ସହ ଆଲୋଚନା କରିବେ। ପରେ ଶିବାନନ୍ଦ ବଏଜ୍ ସ୍କୁଲର ଶତବାର୍ଷିକି ଉତ୍ସଵରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଗସ୍ତ ସମୟରେ କେନ୍ଦ୍ରମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ୱର: ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଗସ୍ତ ସମୟରେ କେନ୍ଦ୍ରମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।
Download Argus News App
