ନୂଆ ମନ୍ତ୍ରଣାଳୟ ପାଇବା ପରେ ପ୍ରଥମ ଥର ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍ କରିଛନ୍ତି। ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ ନବନିଯୁକ୍ତ ଡା. ସୁବାଷ ସରକାର, ଅନ୍ନପୂର୍ଣ୍ଣା ଦେବୀ, ରାଜକୁମାର ରଞ୍ଜନ ସିଂହ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି।
ଶିକ୍ଷା ମନ୍ତ୍ରୀମଣ୍ଡଳ ସଦସ୍ୟମାନେ ରାଷ୍ଟ୍ରପତିଙ୍କ ନିରନ୍ତର ସମର୍ଥନ ଏବଂ ମାର୍ଗଦର୍ଶନ ଲୋଡିଛନ୍ତି।