ପ୍ରତ୍ୟେକ ବିଜେତାଙ୍କୁ ପଦକ, 1 ଲକ୍ଷ ଟଙ୍କା ନଗଦ ପୁରସ୍କାର ଏବଂ ପ୍ରମାଣପତ୍ର ପ୍ରଦାନ କରାଯାଇଛି । କଳା, ସଂସ୍କୃତି, ସାହସିକତା, ନବସୃଜନ, ଶିକ୍ଷା, ସାମାଜିକ ସେବା ଏବଂ କ୍ରୀଡା କ୍ଷେତ୍ରରେ ସେମାନଙ୍କର ଅତୁଳନୀୟ ସଫଳତା ପାଇଁ ପାଞ୍ଚରୁ 18 ବର୍ଷ ବୟସର ପିଲାମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଉଛି ।
ଆଜି ରାଷ୍ଟ୍ରୀୟ ବାଲ୍ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Download Argus News App
