ସେହିପରି ଶିକ୍ଷାନୁଷ୍ଠାନ ମାନଙ୍କରେ ମଧ୍ୟ ଗଣେଶ ପୂଜାର ବିଶଷ ମହତ୍ବ ରହିଛି। ଯାହାକୁ ନେଇ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଗଣେଶ ଚୁତୁର୍ଥୀ ବେଶ ଆଡ଼ମ୍ବର ସହ ପାଳନ କରାଯାଉଛି। ଘରଠୁ ଆରମ୍ଭ କରି ବିଭିନ୍ନ କ୍ଲବ ଏବଂ ଶିକ୍ଷାନୁଷ୍ଠାନ ମାନଙ୍କରେ ମଧ୍ୟ ଗଣେଶ ପୂଜାକୁ ନେଇ ବିଶେଷ ପ୍ରସ୍ତୁତି ଦେଖିବାକୁ ମିଳିଛି।
ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର: