ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୫୯,୫୬୨ରେ ପହଞ୍ଚିଛି। ସେହିପରି ୬୬୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୩,୭୦୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୬୭୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୫,୩୨,୧୨୬।