ଛତିଶଗଡ଼ର ରାୟପୁରଠାରେ ଚାଲିଥିବା ୨ୟ ଦିନିକିଆରେ ନ୍ୟୁଜିଲାଣ୍ଡ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହେବା ପରେ ମାତ୍ର ୧୦୮ ରନରେ ଅଲଆଉଟ ହୋଇଯାଇଛି । ଫଳରେ ଭାରତ ଆଗରେ ୧୦୯ ରନର ବିଜୟ ଲକ୍ଷ୍ୟ ରହିଛି ।
୧୦୮ରେ ଅଲଆଉଟ୍ ହେଲା ନ୍ୟୁଜିଲାଣ୍ଡ

ଅର୍ଗସ ବ୍ୟୁରୋ : ଆଜି ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଆରମ୍ଭ ହୋଇଯାଇଛି ଦ୍ୱିତୀୟ ଦିନିକିଆ ମ୍ୟାଚ । ଆଜି ପ୍ରଥମେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା । ଆଉ ଅଧିନାୟକ ରୋହିତ ଶର୍ମାଙ୍କ ଏହି ନିଷ୍ପତ୍ତିକୁ ଠିକ୍ ପ୍ରମାଣିତ କରିଛନ୍ତି ଭାରତୀୟ ବୋଲର ।
Download Argus News App
