ସେପଟେ ୨ ଲକ୍ଷ ୧୧ ହଜାର ୪୯୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଲଗାତର ୨୧ ଦିନରେ ଦେଶରେ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଏଯାବତ ୨ କୋଟି ୬୩ ଲକ୍ଷ ୯୦ ହଜାର ୫୮୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ଦେଶରେ ୨୨ କୋଟି ୧୦ ଲକ୍ଷ ୪୩ ହଜାର ୬୯୩ ଜଣ ଭ୍ୟାକ୍ସିନ୍ ନେଇ ସାରିଲେଣି ।
ଲଗାତର ଦେଢ ଲକ୍ଷ ତଳେ ଆସୁଛି ଦେଶର ସଂକ୍ରମଣ
ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର
ଭୁବନେଶ୍ଵର: ଭୁବନେଶ୍ଵର ଦୟା ବ୍ରିଜରେ ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର । ବେଆଇନ ବାଲି ଚାଲାଣ ଟ୍ରକକୁ ଧରିବାକୁ ତହସିଲଦାର ପିଛା କରିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ମହିଳା ଓ ଶିଶୁ । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଚି । ଦୁର୍ଘଟଣା ପାଇଁ ଦାୟୀ ତହସିଲଦାରଙ୍କୁ କିଛି ସମୟ ଅଟକ ରଖିବା ପରେ ସ୍ଥାନୀୟ ଲୋକ
Download Argus News App
