୩ ଘଣ୍ଟା ମଧ୍ୟରେ ଏହି ବର୍ଷା ରେକର୍ଡ ହୋଇଛି । ଚଳିତ ବର୍ଷର ସବୁଠାରୁ ଏହା ଦିଲ୍ଲୀରେ ଅଧିକ ବର୍ଷା ହୋଇଥିଲା । ତେଣୁ ରାଜଧାନୀର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଥିଲା। ବର୍ଷା ଯୋଗୁଁ ସହରରେ ଟ୍ରାଫିକ ସମସ୍ୟା ଓ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବା ସହ ଟ୍ରାଫିକରେ ପାଣି ଜମିବା, ଟ୍ରାଫିକ୍ ଜାମ୍ ଓ ଗଛ ପଡ଼ିଥିବା ଦେଖିବାକୁ ମିଳିଥିଲା ।
ପାଣି ଜମି ରହିଥିବାରୁ କାର, ବସ୍, ଦୁଇ ଚକିଆ ଯାନ, ଅଟୋ ଆଦି ପ୍ରଭାବିତ ହେବା ସହ ଅନେକ ସ୍ଥାନରେ ସାଇକେଲ୍ ଧରି ଲୋକମାନେ ଯିବା ଆସିବା କରିଥିଲେ । ଅନେକ ସ୍ଥାନରେ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ।
ଅଧିକ ପଢ଼ନ୍ତୁ ପାଣିପାଗ ଖବର