Headlines 11am
ଅର୍ଗସ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ମଦୁରାଇର ମୀନାକ୍ଷୀ ମନ୍ଦିର ପରିଦର୍ଶନ କରିଛନ୍ତି । ମଦୁରାଇର ପ୍ରସିଦ୍ଧ ମୀନାକ୍ଷୀ ସୁନ୍ଦରେଶ୍ୱର ମନ୍ଦିର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଶନିବାର ନିର୍ବାଚନ ପ୍ରଚାର ପାଇଁ ତାମିଲନାଡୁ ଓ କେରଳ ଗସ୍ତ କରିବା ଅବସରରେ ମଦୁରାଇର ପ୍ରସିଦ୍ଧ ମୀନାକ୍ଷୀ ସୁନ୍ଦରେଶ୍ୱର ମନ୍ଦିର ପରିଦର୍ଶନ କରିଛନ୍ତି।
ପ୍ରଧାନମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ ମୀନାକ୍ଷୀ ମନ୍ଦିର ପରିଦର୍ଶନ। ସେଠାରେ ସେ ପାରମ୍ପରିକ ଦକ୍ଷିଣ ଭାରତୀୟ ପୋଷାକ ପିନ୍ଧି ପୂଜାର୍ଚ୍ଚନା କରୁଥିବାର ଫଟୋ ପ୍ରସାରିତ ହୋଇଛି।