ଏଥିରେ ରାଜ୍ୟ ବିକାଶ ସହ ଜଡିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଥିବା ସୂଚନା। ଏହି ପ୍ରତିନିଧି ଦଳ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସମେତ ଅନେକ ଶିଳ୍ପପତି, ଶିକ୍ଷାବିତ୍ ଓ ସିଭିଲ ସୋସାଇଟି ସଦସ୍ୟଙ୍କୁ ଭେଟିବେ। ଦେଶର ବିକାଶକୁ ନେଇ ସେମାନଙ୍କଠାରୁ ମତାମତ ନେବେ ବୋଳି ସୂଚନା।
୨୮ରେ ଓଡିଶା ଆସୁଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ

ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ସୁମନ ବେରୀ । ଆସନ୍ତା ୨୮ରେ ଓଡିଶା ଆସୁଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ। ସୁମନ ବେରୀଙ୍କ ନେତୃତ୍ୱରେ ନୀତି ଆୟୋଗର ଏକ ଉଚ୍ଚସ୍ତରୀୟ ଟିମ୍ ଓଡିଶା ଆସି ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବେ।
ଫ୍ୟାନରେ ଝୁଲି ଛାତ୍ରଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ : ପାହାଳ ଥାନା ଅନ୍ତର୍ଗତ ଭୀମପୁର ଗ୍ରାମରେ ସ୍ଥିତ ସିନର୍ଜୀ ବୈଶୟିକ ଶିକ୍ଷା ଅନୁଷ୍ଠାନରେ ଜଣେ ଛାତ୍ରର ମୃତ୍ୟୁ ଘଟିଛି । ମୃତ ଛାତ୍ର ଜଣକ ହେଲେ ମାଲକାନଗିରି ଜିଲ୍ଲା ବାଲିମେଳା ଥାନା ଅନ୍ତର୍ଗତ କୁଡୁମୁଲୁଗୁମା ଗ୍ରାମର ସାହିଲ ରାଜ୍ ବେନୀୟା । ସାହିଲ୍ ଏହି ଶିକ୍ଷା ଅନୁଷ୍ଠାନରେ ବିଟେକ କମ୍ପ୍ୟୁଟର ବିଜ୍ଞାନ ପାଠ୍ୟ କ୍ରମର ଦ୍ବିତୀୟ ବର୍ଷର ଛାତ୍ର ଥିଲେ
Download Argus News App
