ଏଥିସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି । ବିଳାଶପୁରରେ ଏକ ବିଶାଳ ଜନସଭାକୁ ମଧ୍ୟ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପୂର୍ବରୁ ବିଳାପୁରରେ ସ୍ଥିତି ସମୀକ୍ଷା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର । ଜନସଭା ସ୍ଥଳ ଓ AIIMS ହସ୍ପିଟାଲ ଯାଇ ସ୍ଥିତି ପରଖିଛନ୍ତି ଉଭୟ ନେତା ।