ପୁଣି ତେଜିଲା ଚିଟ୍ ଫଣ୍ଡ ତାତି
ଜୟପୁରରେ ମୋଦି
କୋରାପୁଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋରାପୁଟ ଜୟପୁରରେ ଆସି ପହଞ୍ଚିଛନ୍ତି । ସେ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଜୟପୁରରେ ଆସି ପହଞ୍ଚିଛନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର, ବୈଜୟନ୍ତ ପଣ୍ଡା, ରାଜ୍ୟ ସଭାପତି ବସନ୍ତ ପଣ୍ଡା ଆଦି ଉପସ୍ଥିତ ଥିଲେ । ଏହାପରେ ସେ ସ୍ଥାନୀୟ ଏକମ୍ବା ପଡିଆରେ କର୍ମୀଙ୍କୁ ଉଦବୋଧନ ଦେବେ । ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜୟପୁରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଓଡିଶାର ଜୟପୁରରୁ ମୋଦି ନିର୍ବାଚନ ପ୍ରଚାର ଆରମ୍ଭ କରିବେ ।
Download Argus News App
