ସ୍ଵାମୀ ସ୍ତ୍ରୀ ଦୁଇ ଜଣଙ୍କୁ ମିଶାଇ ମୋଟ୍ ୧୪ ଜଣଙ୍କ ମୃତ୍ୟୁ ହୋଇଥିଲା। ସମସ୍ତେ ଏକ କାର୍ଯ୍ୟକ୍ରମ ପାଇଁ Mi-17V5 ବିମାନ ଯୋଗେ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।
ଚଳିତ ବର୍ଷ ୪ ଜଣଙ୍କୁ ପଦ୍ମ ବିଭୂଷଣ, ୧୭ ଜଣଙ୍କୁ ପଦ୍ମ ଭୂଷଣ ଓ ୧୦୭ ଜଣଙ୍କୁ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି। ମୋଟ ୬ଜଣଙ୍କୁ ମରଣୋତ୍ତର ପଦ୍ମ ପୁରସ୍କାର ମିଳିଛି।