ଅଧିକ ପଢନ୍ତୁ ଭାରତ ଖବର
ଭାରତୀୟ ନୌସେନା ପାଇଁ ସେମାନଙ୍କର ଜୀବନ ବଞ୍ଚି ଯାଇଛି ବୋଲି କହିଛନ୍ତି । ଏଥିସହ। ସମାନେ ‘ଇଣ୍ଡିଆ ଜିନ୍ଦାବାଦ’ ନାରା ଦେଇଛନ୍ତି । ୧୨ ଘଣ୍ଟାର ଲମ୍ବା ଅପରେଶନ ପରେ ସୋମାଲିଆ ଲୁଟେରାଙ୍କଠୁ ୨୩ ପାକିସ୍ତାନ ନାଗରିକଙ୍କୁ ଉଦ୍ଧାର କରିଥିଲେ ଭାରତୀୟ ନୌସେନା । ଆଇଏନଏସ ତ୍ରିଶୂଳ ସାହାଯ୍ୟରେ ଜାହାଜରେ ଥିବା ଲୁଟେରାଙ୍କ ଆତ୍ମସମର୍ପଣ କରିବାକୁ ବାଧ୍ୟ କରିଥିଲେ ଭାରତୀୟ ନୌସେନା ।