ଅଧିକ ପଢନ୍ତୁ ଭାରତ ଖବର
ସେପଟେ କର୍ପୂରୀଙ୍କ ପୁଅ ରାମନାଥ ଠାକୁର ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । 36 ବର୍ଷର ସଂଘର୍ଷ ପରେ ଜନ ନାୟକ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ମିଳିବା ନେଇ ଖୁସି ବ୍ୟକ୍ତ କରିଛନ୍ତି। କର୍ପୂରୀ ଠାକୁରଙ୍କ ପରିବାରର ସମସ୍ତ ସଦସ୍ୟ ଏନେଇ ପ୍ରତିକ୍ରିୟା ରଖିଛନ୍ତି।
ଅର୍ଗସ ବ୍ୟୁରୋ : ଭାରତ ରତ୍ନ କର୍ପୂରୀ ଠାକୁରଙ୍କ ପରିବାରକୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କ ପରିବାରକୁ ନିଜ ବାସଭବନରେ ଭେଟିଛନ୍ତି ମୋଦି। ଏନେଇ ନିଜ ଏକ୍ସ ପେଜ୍ ରେ ସେ ପୋଷ୍ଟ କରିଛନ୍ତି ।
ଅଧିକ ପଢନ୍ତୁ ଭାରତ ଖବର
ସେପଟେ କର୍ପୂରୀଙ୍କ ପୁଅ ରାମନାଥ ଠାକୁର ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । 36 ବର୍ଷର ସଂଘର୍ଷ ପରେ ଜନ ନାୟକ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ମିଳିବା ନେଇ ଖୁସି ବ୍ୟକ୍ତ କରିଛନ୍ତି। କର୍ପୂରୀ ଠାକୁରଙ୍କ ପରିବାରର ସମସ୍ତ ସଦସ୍ୟ ଏନେଇ ପ୍ରତିକ୍ରିୟା ରଖିଛନ୍ତି।
ଅର୍ଗସ ବ୍ୟୁରୋ: ଜାମ୍ମୁ କାଶ୍ମୀର ପୁଞ୍ଚ୍ରେ IAF କନ୍ଭଏ ଉପରେ ଆତଙ୍କବାଦୀ ହମଲା ହୋଇଛି। ଆତଙ୍କୀ ହମ୍ଲାରେ ଯବାନ ଗୁରୁତର ହୋଇଥିବା ସୂଚନା ରହିଛି।ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟ୍ ପକ୍ଷରୁ କର୍ଡନ କରି ଜୋରଦାର ତଲାସୀ। ଏହି ଆକ୍ରମଣରେ ଅନେକ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଏହି ଆକ୍ରମଣ ସୁରନକୋଟର ସନାଇ ଗାଁରେ ହୋଇଛି । ଭାରତୀୟ ସେନା ଓ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି ।
ଅଧିକ ପଢ଼ନ୍ତୁ ଦେଶ ଖବର: