ଯାହାର ନିର୍ମାଣ 28ମାସ ମଧ୍ୟରେ ଶେଷ ହୋଇଥିବା ବେଳେ ଆଜି ପ୍ରଧାନମନ୍ତ୍ରୀ ଏହାକୁ ଉଦଘାଟନ କରିବେ। ଏହି କାର୍ଯ୍ୟକ୍ରମରେ ୟୂପି ରାଜ୍ୟପାଳ ଆନନ୍ଦିବେନ ପଟେଲ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହିତ ଅନ୍ୟମାନେ ଯୋଗଦେବେ ବୋଲି ସୂଚନା ମିଳିଛି।
ଲେଖିବ ବିକାଶର ନୂଆ ଇତିହାସ, ଉଦଘାଟିତ ହେବ ବହୁ ପ୍ରତିକ୍ଷିତ ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ୱେ

ଅର୍ଗସ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୟୁପି ଗସ୍ତ। ଉତ୍ତରପ୍ରଦେଶର ଜଲାଉନ୍ ଜିଲ୍ଲାରେ ବୁନ୍ଦେଲଖଣ୍ଡ ଏକ୍ସପ୍ରେସଓ୍ବେର ଉଦଘାଟନ କରିବେ ମୋଦି। ସାରା ଦେଶରେ ଯୋଗାଯୋଗ ବୃଦ୍ଧି ପାଇଁ କେନ୍ଦ୍ର ସରକାର ସର୍ବଦା ପ୍ରତିବଦ୍ଧ, ଯାହାର ମୁଖ୍ୟ ବୈଶିଷ୍ଟ୍ୟ ହେଉଛି ସଡକ ଭିତ୍ତିଭୂମିରେ ଉନ୍ନତି ଆଣିବା। ଏହି କ୍ରମରେ ୨୯ ଫେବୃଆରୀ, ୨୦୨୦ରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ବୁନ୍ଦେଲଖଣ୍ଡ ଏକ୍ସପ୍ରେସଓ୍ବେ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା।
Download Argus News App
