ଏହାସହ ପ୍ରଧାନମନ୍ତ୍ରୀ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇନଫରମେସନ୍ ଟେକ୍ନୋଲୋଜି ଉନାକୁ ଦେଶ ପାଇଁ ଉତ୍ସର୍ଗ କରିବେ । ଅନ୍ୟପଟେ ଔଷଧ କ୍ଷେତ୍ରରେ ଆତ୍ମନିର୍ଭର ଉଦ୍ୟମକୁ ବୃଦ୍ଧି କରିବାକୁ, ଉନାରେ ଏକାଧିକ ଔଷଧ ପାର୍କର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ । ଏହାସହ ପ୍ରଧାନମନ୍ତ୍ରୀ ଦୁଇଟି ଜଳ ବିଦ୍ୟୁତ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।
ଭାରତ ଖବର ଆହୁରି ପଢ଼ନ୍ତୁ ।