ଏପ୍ରିଲ ୯ରେ ପିଲଭିଟରେ ନିର୍ବାଚନ ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ସଫଳତା କହିଥିଲେ । ଅଯୋଧ୍ୟାରେ ରାମଲାଲାଙ୍କ ମନ୍ଦିର ନିର୍ମାଣ ଦ୍ୱାରା ଦୀର୍ଘ ବର୍ଷର ପ୍ରତୀକ୍ଷାର ଅନ୍ତ ହୋଇଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଏହାକୁ ନେଇ ବିରୋଧୀମାନେ ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କରିଥିଲେ ।
ଅଧିକ ପଢ଼ନ୍ତୁ ଦେଶ ଖବର: