ସହାୟତା ଅପେକ୍ଷାରେ ଅକ୍ଷୟ ...
ଅର୍ଗସ ବ୍ୟୁରୋ: 72 ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତିଙ୍କ ବାସଭବନରେ ‘ଆଟ ହୋମ’ ନାମକ ଏକ ରିସେପସନର ଆୟୋଜନ ହୋଇଛି। ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଏସ ଜୟଶଙ୍କର ଏବଂ ଅନ୍ୟ କ୍ୟାବିନେଟ ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମରେ ଚିଫ ଅଫ ଡିଫେନ୍ସ ଷ୍ଟାଫ ବିପିନ ରାୱତ, ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରଭାନେ, ନୌସେନା ମୁଖ୍ୟ କରମବୀର ସିଂ ଏବଂ ବାୟୁସେନା ମୁଖ୍ୟ ଆରକେସ ଭଦୌରିଆ ସାମିଲ ହୋଇଛନ୍ତି।