ବୈଶ୍ବିକ ଅର୍ଥନୀତି ଏବେ ଅସ୍ଥିରତାର ନୂତନ ପର୍ଯ୍ୟାୟର ସମ୍ମୁଖୀନ ହେଉଥିବାରୁ ରିଜର୍ଭ ବ୍ୟାଙ୍କ୍ ‘ମନିଟାରି ପଲିସି ଆକମଡେସନ୍’ର ପ୍ରତ୍ୟାହାର ଉପରେ ଧ୍ୟାନ ନିବେଶ କରିଛି ବୋଲି ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ୨୦୨୨ ମେ’ ରେ ଗ୍ରହଣ କରାଯାଇଥିବା ନୀତି ନିଷ୍ପତ୍ତି ସବୁ ଏବେ ବି ଅର୍ଥନୈତିକ ବ୍ୟବସ୍ଥାରେ କାମ କରୁଛି ।
ଆହୁରି ପଢନ୍ତୁ ଅର୍ଥନୀତି ଖବର...