ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତ୍ରୀ ଶୀଲା ଦୀକ୍ଷିତଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଦେଶର ରାଜଧାନୀର ବିକାଶରେ ଶୀଲାଙ୍କ ଅବଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି କହିଲେ ରାଷ୍ଟ୍ରପତି ।
Sad to hear of the passing of Smt Sheila Dikshit, former Chief Minister of Delhi and a senior political figure. Her term in office was a period of momentous transformation for the capital for which she will be remembered. Condolences to her family and associates #PresidentKovind
— President of India (@rashtrapatibhvn) July 20, 2019
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶୀଲା ଦୀକ୍ଷିତଙ୍କ ବିୟୋଗରେ ଦୁଃଖ ପ୍ରକାଶ କରି ତାଙ୍କ ଆତ୍ମାର ସଦ୍ଗତି ପାଇଁ ପ୍ରାର୍ଥନା କରିଛନ୍ତି । ଦିଲ୍ଲୀର ବିକାଶ ପାଇଁ ତାଙ୍କ ଅବଦାନ ଅସ୍ମରଣୀୟ ଅଟେ । ଏହା ସହିତ ପରିବାରକୁ ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ ।
Deeply saddened by the demise of Sheila Dikshit Ji. Blessed with a warm and affable personality, she made a noteworthy contribution to Delhi’s development. Condolences to her family and supporters. Om Shanti. pic.twitter.com/jERrvJlQ4X
— Narendra Modi (@narendramodi) July 20, 2019

