ଏଠାରେ ସୂଚାଇ ଦିଆଯାଇପାରେ କି ପ୍ରଧାନମନ୍ତ୍ରୀ କୃଷକ ଯୋଜନା ବିଶ୍ୱର ସବୁଠାରୁ ବଡ ଡିବିଟି ଯୋଜନା । ଏହି ଯୋଜନା ଜରିଆରେ କୃଷକଙ୍କୁ ବାର୍ଷିକ ୬,୦୦୦ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ । ଏହି ୬,୦୦୦ଟଙ୍କା କୃଷକ ନିଜର ଚାଷ ସମ୍ବନ୍ଧିତ ବିଭିନ୍ନ କାର୍ଯ୍ୟ ଯେପରିକି ସାର, ବିହନ, କୀଟନାଶକ ଆଦି କିଣିବାରେ ଉପଯୋଗ କରିଥାଏ ।
ଲଗାତାର ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ମୋଦୀ ପ୍ରଥମେ ଯେଉଁ ଫାଇଲ୍ରେ ଦସ୍ତଖତ କରିଥିଲେ ତାହା ପିଏମ୍ କିଷାନ ନିଧିର ୧୭ତମ କିସ୍ତି ପ୍ରଦାନ ସମ୍ବନ୍ଧିତ ଥିଲା।
ଅଧିକ ପଢ଼ନ୍ତୁ ଭାରତ ଖବର