ନବାଚାର, ସମାଜସେବା, ଶୈକ୍ଷିକ, କ୍ରୀଡା, କଳା ଓ ସଂସ୍କୃତି ଏବଂ ସାହସିକତା ଭଳି ଛଅଟି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ପିଲାମାନଙ୍କୁ ରାଷ୍ଟ୍ରୀୟ ବାଲ୍ ପୁରସ୍କାର ପ୍ରଦାନ କରାଯାଇଥାଏ। ପ୍ରତ୍ୟେକ ବିଜେତାଙ୍କୁ ଏକ ମେଡାଲ, ଏକ ଲକ୍ଷ ଟଙ୍କା ନଗଦ ଅର୍ଥରାଶି ଓ ପ୍ରମାଣପତ୍ର ଦିଆଯାଇଥାଏ । ଚଳିତ ବର୍ଷ ବାଲ ଶକ୍ତି ପୁରସ୍କାରର ବିଭିନ୍ନ ବର୍ଗ ଅନ୍ତର୍ଗତ ସାରା ଦେଶରୁ ୧୧ ଜଣ ପିଲାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ବିଜେତାମାନଙ୍କ ମଧ୍ୟରେ ୧୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୬ ପୁଅ ଓ ୫ ଝିଅ ସାମିଲ ଅଛନ୍ତି।
ଭାରତ ଖବର ଆହୁରି ପଢନ୍ତୁ