ଅଧିକ ପଢନ୍ତୁ: ବାକି ଥିବା ୭୦ଟି ଆସନ ପାଇଁ ହେବ ଭୋଟିଂ
1 କୋଟି 63 ଲକ୍ଷ 14 ହଜାର 479 ଭୋଟର ଏହି ପର୍ଯ୍ୟାୟରେ ମତାଧିକାର ସାବ୍ୟସ୍ତ କରୁଛନ୍ତି । 70ଟି ନିର୍ବାଚନ ମଣ୍ଡଳୀରେ ମୋଟ 18 ହଜାର 833ଟି ପୁଲିଂ ବୁଥର ବ୍ୟବସ୍ଥା କରାଯାଇଛି । ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ନଭେମ୍ବର 7 ତାରିଖରେ ପ୍ରଥମ ପ୍ରର୍ଯ୍ୟାୟ ଭୋଟିଂ ହୋଇଥିଲା । ନକ୍ସଲ ପ୍ରଭାବିତ 20ଟି ଆସନ ପାଇଁ ହୋଇଥିଲା ମତଦାନ। ନଭେମ୍ବର 7ରେ ହୋଇଥିବା ପ୍ରଥମ ପର୍ଯ୍ୟାୟ ଭୋଟିଂରେ 78 ପ୍ରତିଶତ ମତ ସାବ୍ୟସ୍ତ କରିଥିଲେ ।
ରାଜନୀତି ଖବର ଆହୁରି ପଢନ୍ତୁ