ଅଧିକ ପଢନ୍ତୁ : ଶୋକ ପ୍ରସ୍ତାବ ପରେ ଗୃହ ମୁଲତବୀ
ବିଜେଡି ମଧ୍ୟ ବିରୋଧୀ ଉଠାଉଥିବା ସମସ୍ତ ପ୍ରସଙ୍ଗକୁ ମୁକାବିଲା ପାଇଁ ତୟାର କରିଛି । ସେହିପରି ପ୍ରଶ୍ନ କାଳରେ କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚ ଶିକ୍ଷା,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ସମବାୟ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗ ରହିଛି।