ଦୁଇ ପାଇଲଟ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି । ତାଲିମ ଅଭ୍ୟାସ ନିମନ୍ତେ ଉପରୋକ୍ତ ବିମାନ ଗୋଆଲିୟର୍ ସ୍ଥିତ ମହାରାଜପୁର ବିମାନଘାଟିରୁ ଉଡ଼ାଣ ଆରମ୍ଭ କରିଥିଲା।
ମୁରୈନା ଜିଲ୍ଲାପାଳ କହିଛନ୍ତି ଯେ, ଭୋର୍ ୫.୩୦ରେ ବିମାନ ଦୁଇଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଉଭୟ ପାଇଲଟଙ୍କୁ ନିରାପଦରେ ବିମାନରୁ ବାହାର କରାଯାଇଛି। ସେମାନଙ୍କ ଦେହରେ ସାମାନ୍ୟ ଆଘାତ ଲାଗିଛି।
ଭାରତ ଖବର ଆହୁରି ପଢ଼ନ୍ତୁ ।