ଏହାସହ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ମୁଖ୍ୟ ପୁରୋଧା ପବିତ୍ର ମୋହନ ପ୍ରଧାନଙ୍କ ଉପରେ ଏକ ଲିଖିତ ପୁସ୍ତକ ‘ପବିତ୍ର ଗ୍ରନ୍ଥାବଳୀ’ ପ୍ରଦାନ କରିଥିଲେ । ଏହି ସାକ୍ଷାତ ବେଳେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ର ମନ୍ତ୍ରୀ ଡା. ସୁବାଷ ସରକାର ମଧ୍ୟ ଉପସ୍ଥିତ ଥିଲେ ।
Called on Adarneeya Rashtrapati, Smt. Droupadi Murmu ji. @rashtrapatibhvn
Honoured to present her with a Sambalpuri Uttariya and a book ‘Pabitra Granthabali’ on Shri Pabitra Mohan Pradhan, great freedom fighter, patriot, leader of the Praja Mandal movement and pride of Odisha. pic.twitter.com/DhNJdzI4zb — Dharmendra Pradhan (@dpradhanbjp) July 30, 2022