Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ସାଧାରଣ ନିର୍ବାଚନର ଆଜି ହେଉଛି ଦ୍ୱିତୀୟ ପର୍ଯ୍ୟାୟ, ଚାଲିଛି ଭୋଟିଂ
ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି, ୨୨ଟି ସହରରେ ଦିନ ତାପମାତ୍ରା ୪୨ ଡିଗ୍ରି ଉପରେ
ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରେ କଲବଲ ରାଜ୍ୟବାସୀ । ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି। ଗାତକାଲି ରାଜ୍ୟର ୩୩ଟି ସହରରେ ଦିନ ତାପମାତ୍ରା ୪୦ଡିଗ୍ରିରୁ ଅଧିକ ରେକର୍ଡ କରାଯାଇଛି। ୨୨ଟି ସହରରେ ଦିନ ତାପମାତ୍ରା ୪୨ ଡିଗ୍ରି କିମ୍ବା ଅଧିକ ତାପମାତ୍ରା ରେକର୍ଡ ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷର
ପଦ୍ମ ଧରିଲେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ
ଅର୍ଗସ ବ୍ୟୁରୋ: ପଦ୍ମ ଧରିଲେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି । ଦିଲ୍ଲୀ ସ୍ଥିତ ପାର୍ଟି କାର୍ଯ୍ୟାଳୟରେ ସେ ପଦ୍ମ ଧରିଛନ୍ତି । ତେବେ ସେ ପୂର୍ବରୁ ପଶ୍ଚିମ ଚମ୍ପାରଣ ସିଟରୁ ନିର୍ବାଚନ ଲଢିବେ ବୋଲି ଘୋଷଣା କରିଥିଲେ, ହେଲେ ଏବେ ସେ ନିର୍ବାଚନ ଲଢିବେ ନାହିଁ ବୋଲି ନିଷ୍ପତ୍ତ