ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗୀର ଓ ବରଗଡ଼ ଜିଲାରେ ହାଲୁକା କିମ୍ବା ମଧ୍ୟମଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।
ସେହିପରି ଗୁରୁବାର ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।