ଓଡିଶା ହ୍ୟୁମାନ ରାଇଟ୍ସ କମିଶନଙ୍କ ଦ୍ୱାରସ୍ଥ ହେଲେ ଶିକ୍ଷକ
ପୁଣି ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ, ୨୮୮କୁ ବୃଦ୍ଧି ପାଇଲା ସଂକ୍ରମିତଙ୍କ ସଂଖ୍ୟା
ଗଞ୍ଜାମ: ରାଜ୍ୟରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ଜଣଙ୍କ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ ମୋଟ କରୋନା କରୋନା ରୋଗୀଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ଗଞ୍ଜାମ ଜିଲାର କେବଳ ୮୪ଜଣ ଆକ୍ରାନ୍ତ ରହିଛନ୍ତି ।
ଗଞ୍ଜାମ ଜିଲ୍ଲାରେ କରୋନା ମହାମାରୀ ପରି ବ୍ୟାପିବାରେ ଲାଗିଛି। ଗତ ଦେଢ଼ ମାସ ଭିତରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ଗଞ୍ଜାମ ଜିଲ୍ଲା ପାଞ୍ଚ ଦିନ ମଧ୍ୟରେ ରାଜ୍ୟରେ ସଂକ୍ରମିତ ତାଲିକାରେ ଶୀର୍ଷ ସ୍ଥାନ ହାସଲ କରିଛି।
Download Argus News App
