Bhakti: Bhabare Bhagabata | EP -437 | Argus News
ପୁଣି 3 କୋରୋନା ପଜେଟିଭ୍ ଚିହ୍ନଟ
ଅର୍ଗସ ବ୍ୟୁରୋ : ରାଜ୍ୟରେ ଆଉ 3 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ 3 ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାର ହୋଇଥିବା ଜଣାପଡ଼ିଛି। ମୟୂରଭଞ୍ଜ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 7କୁ ବୃଦ୍ଧି ହୋଇଛି। ତେବେ ଆଜି ସକାଳେ 14 ଜଣ ଓ ଏବେ ଆଉ 3 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ସକାଳ ସୁଦ୍ଧା ମୋଟ 17 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ, ରାଜ୍ୟରେ ମୋଟ 287 ଜଣ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ 222 ଜଣ ବିଭିନ୍ନ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ 63 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ 2 ଜଣ ପ୍ରାଣ ହରାଇଛନ୍ତି।
Download Argus News App
