ବିଶେଷ କରି ୧୨ରୁ ୧୪ ତାରିଖ ଭିତରେ ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିବ। ପୁଣି ୧୪ ଓ ୧୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।
ଭୁବନେଶ୍ବର : ଗତ କିଛି ଦିନ ହେବ ରାଜ୍ୟରେ କାଳବୈଶାଖୀ ବର୍ଷା ଫଳରେ ତାପମାତ୍ରା ହ୍ରାସ ପାଇଛି । ତେବେ ଆଞ୍ଚଳିକ ପାଣିପାଗ ବିଶେଷଜ୍ଞଙ୍କ କହିବାନୁଯାୟୀ 10 ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ, ଯାହାକି ପୁନର୍ବାର ତାପମାତ୍ରା ବୃଦ୍ଧି ପାଇବା ନେଇ କୁହାଯାଇଛି ।