ସୂଚନା ଅନୁଯାୟୀ, ସମ୍ପୃକ୍ତ ଅଧିକାରୀ ଏକପାଖିଆ ଭଲ ପାଇ ଜଣେ ଅଧସ୍ଥନ ମହିଳା କର୍ମଚାରୀଙ୍କୁ ଦେଉଥିଲେ ମାନସିକ ନିର୍ୟାତନା। ଅଧିକାରୀ ଜଣକ ଅଶ୍ଳୀଳ ଭିଡିଓ, ଫୋନ୍, ମେସେଜ ପଠାଉଥିଲେ। ଯୁବତୀ ଜଣକ ତାଙ୍କୁ ବାରଣ ସତ୍ତ୍ୱେ ତାଙ୍କ ସହ ସମ୍ପର୍କ ରଖିବାକୁ ସେ ବାଧ୍ୟ କରୁଥିଲେ। ଯୁବତୀ ଜଣଙ୍କ କଣ୍ଟ୍ରାକ୍ଚୁଆଲ ଭାବେ ଆୟୁଷରେ କାର୍ଯ୍ୟ କରୁଛନ୍ତି । ଯୁବତୀ ଜଣକ ଏନେଇ ମହିଳା ଥାନାରେ ଅଭିଯୋଗ କରିଥିଲେ । ତା ସହ ନଗ୍ନ ଭିଡିଓ ମଧ୍ୟ ପଠାଉଛନ୍ତି। ହ୍ୱାଟସ୍ଆପରେ ବ୍ଲକ କଲେ ଫୋନ୍ କରି ଅଶ୍ଲୀଳ କଥା କହୁଛନ୍ତି। ପ୍ରତିବାଦ କଲେ ଚାକିରୀ ନେଇଯିବେ ବୋଲି ଧମକ ଦେଉଥିଲେ।
ମହିଳା ଥାନାରେ ହାଜର ହେଲେ ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡଙ୍ଗୀ
ଭୁବନେଶ୍ୱର: ମହିଳା ଥାନାରେ ହାଜର ହେଲେ ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡଙ୍ଗୀ । ଥାନାରେ ହାଜର ହେବାକୁ ମହିଳା ଥାନା ପକ୍ଷରୁ ହୋଇଥିଲା ନୋଟିସ । ସୂଚନାନୁସାରେ, ନିଜ ଅଫିସର ଜଣେ ମହିଳା କର୍ମଚାରୀଙ୍କୁ ପଠାଉଥିଲେ ଅଶ୍ଳୀଳ ମେସେଜ, ଅଶ୍ଲୀଳ ଭିଡ଼ିଓ । ଏହାସହ ପ୍ରେମ ନିବେଦନ କରୁଥିବା ଅଭିଯୋଗ ହୋଇଥିଲା । ପୂର୍ବରୁ ଅଭିଯୋକାରିଣୀ ଯୁବତୀଙ୍କ ବୟାନ ରେକର୍ଡ କରିଛି ପୋଲିସ ।
ଆଜିଠୁ ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ରାଜନୀତିରେ ଆଜି ଗୁରୁତ୍ଵପୂର୍ଣ୍ଣ ଦିନ । ଆଜିଠୁ ଦୁଇ ଦିନିଆ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବା ବେଳେ ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ । ଗୃହରେ ସଂଖ୍ୟା ଗରିଷ୍ଠତା ସାବ୍ୟସ୍ତ କରିବେ ସିନ୍ଦେ । ସଂଖ୍ୟା ଗରିଷ୍ଠତା ହାସଲ ପରେ ସିନ୍ଦେ ଅଢେଇ ବର୍ଷ ମୁଖ୍ୟମନ୍ତ୍ରୀ ପଦରେ ରହିବେ । ବିଜେପି ଓ ସିନ୍ଦେ ମେଣ୍ଟ ପକ୍ଷରୁ ବିଜେପି ବିଧାୟକ ରାହୁ
Download Argus News App
