ଆଜି ରାଜ୍ୟରେ ପୁଣି ସର୍ବାଧିକ ୭୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୦୮ କ୍ଵାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ୨୪୭ ଜଣ ସ୍ଥାନୀୟ ସଂକ୍ରମିତ । ଏହାକୁ ମିସାଇ ରାଜ୍ୟରେ ୧୧୯୫୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ମିଳିଛି।
ଆଜି ପୁଣି ୪ ମୁଣ୍ଡ ନେଲା କୋରୋନା

ଭୁବନେଶ୍ୱର: ଆଜି ପୁଣି 4 ମୁଣ୍ଡ ନେଲା କରୋନା । ସମସ୍ତ କରୋନା ମୃତକ ଗଞ୍ଜାମ ଜିଲ୍ଲା । ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା 34 କୁ ଛୁଇଁଲା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାସହ ରାଜ୍ୟରେ ମୃତ୍ୟୁ ସଂଖ୍ୟା 56କୁ ବୃଦ୍ଧି ହୋଇଥିବା ଜଣାପଡ଼ିଛି ।
ଆଜିଠୁ ଆଡପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ସହ ମିଳିବ ଆଡପ ଅବଢା

ଅର୍ଗସ ବ୍ୟୁରୋ: ଆଡପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀଜୀଉ। ରଥ ଉପରେ ମହାପ୍ରଭୁଙ୍କ ସଂଧ୍ୟାଧୂପ ସରିବା ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ଆଜିଠାରୁ ଆଡପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ସହ ମିଳିବ ଆଡପ ଅବଢା । ବିଶ୍ବାସ ରହିଛି ବର୍ଷକୁ ଥରେ ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ୨ ବର୍ଷ ଧରି ଅଡ଼ପ ମଣ୍ଡପ ଦର୍ଶନ ବନ୍ଦ ଥିବାରୁ ଆଜି ଭକ୍ତଙ୍
Download Argus News App
