ପ୍ରବନ୍ଧ ଓ ସମାଲୋଚନା ପାଇଁ ପଞ୍ଚାନନ ମିଶ୍ର, ଜୀବନୀ ଓ ଭ୍ରମଣ ସାହିତ୍ୟ ପାଇଁ ଧରଣୀଧର ପାଣିଗ୍ରାହୀ, ଅନୁବାଦ ପାଇଁ ବିଜୟ କୁମାର ମହାନ୍ତି, ଶିଶୁ ସାହିତ୍ୟ ପାଇଁ ରବୀନ୍ଦ୍ର ବିଶ୍ୱାଳ, ଗୀତି କବିତା ପାଇଁ ମନୋଜ ମହାନ୍ତିଙ୍କୁ ପୁରସ୍କାର ମିଳିବ ବୋଲି ଜଣାପଡ଼ିଛି ।
ସୂଚନାଯୋଗ୍ୟ, ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।