Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା ୨ ବର୍ଷରେ ଏହାର ନିର୍ମାଣ ସଂପୂର୍ଣ୍ଣ ହେବ । ଏହି ସେଣ୍ଟରରେ ସାଂସ୍କୃତିକ, ରାଜନୈତିକ, ରାଜନୈତିକ ଏବଂ ବିଭିନ୍ନ ପ୍ରକାରର ପ୍ରଦର୍ଶନୀ ମେଳା ଇତ୍ୟାତି କରାଯିବ। ଏଠାରେ ଓପନ ଥିଏଟର , ହୋଟେଲ
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାରେ ଖଲିସ୍ତାନୀ ଆତଙ୍କୀ ହରଦୀପ ସିଂ ନିଜ୍ଜର ହତ୍ୟାକୁ ନେଇ ଭାରତ ଉପରେ ଦୋଷ ଲଦି ଆସୁଥିବା କାନାଡ଼ା ପିଏମଙ୍କ ଦୋହରା ଚରିତ୍ର ଏବେ ପଦାରେ ପଡିଛି। କନାଡାରେ ଖଲିସ୍ତାନୀ ଆତଙ୍କୀ ହରଦୀପ ସିଂ ନିଜ୍ଜର ହତ୍ୟାକ