ଅଧିକ ପଢ଼ନ୍ତୁ: ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ଜଣଙ୍କ ଜୀବନ
ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହାସହ ଗୁରୁତରମାନଙ୍କୁ ସଙ୍ଗେ ସଙ୍ଗେ ମେଡିକାଲ ନିଆଯାଇଥିବା ଜଣାପଡିଛି। ସେମାନେ ସୁସ୍ଥ ଥିବା ଜଣାପଡିଥିବାବେଳେ ୪ ଗୁରୁତରଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହୋଇଯାଇଛି ।
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ