ସେହିପରି ସୁନ୍ଦରଗଡ଼- ୧୧୮୬, କଟକ- ୯୬୩, କଳାହାଣ୍ଡି- ୫୭୧ବରଗଡ଼- ୫୪୩, ସମ୍ବଲପୁର- ୪୬୦, ନବରଙ୍ଗପୁର- ୪୦୪ ବରଗଡ଼- ୫୪୩, ସମ୍ବଲପୁର- ୪୬୦, ନବରଙ୍ଗପୁର- ୪୦୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ଓ ଝାରସୁଗୁଡ଼ାରୁ ୩୧୪ ଲେଖାଏଁ, ନୂଆପଡ଼ାରୁ ୩୦୪ ଚିହ୍ନଟ ହୋଇଛନ୍ତି। ଏହାସହ ମୟୂରଭଞ୍ଜ- ୨୮୮, ଷ୍ଟେଟ୍ ପୁଲ୍- ୨୮୨, ବୌଦ୍ଧ- ୨୫୦, ନୟାଗଡ଼- ୨୨୪, ଜଗତସିଂହପୁର- ୨୧୭, ଗଞ୍ଜାମ- ୧୯୬, କେନ୍ଦୁଝର- ୧୯୪, କୋରାପୁଟ- ୧୮୨, ଭଦ୍ରକ- ୧୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଠିକ୍ ସେହିପରି ରାୟଗଡ଼ା- ୧୪୦, କେନ୍ଦ୍ରାପଡ଼ା- ୧୨୧, ଗଜପତି- ୧୧୩, ସୁବର୍ଣ୍ଣପୁର- ୧୧୨ ବାଲେଶ୍ୱର- ୯୭, ଦେବଗଡ଼ ଓ ଢେଙ୍କାନାଳରୁ ୮୮ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏହାସହ ମାଲକାନଗିରି- ୮୩, କନ୍ଧମାଳରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଆଉ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୫ ଲକ୍ଷ ୧୬୨କୁ ବୃଦ୍ଧି ପାଇଛି।