ଅଧିକ ପଢନ୍ତୁ: ସ୍କୁଲରେ ମଧ୍ୟାନ୍ନ ଭୋଜନ ଖାଇ 15ରୁ ଅଧିକ ଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି
ସେଠାରେ ତାଙ୍କର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହେବାରୁ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ସନ୍ଧ୍ୟାରେ ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଜଣେ ଛାତ୍ରୀ ଗୁରୁତର ଅବସ୍ଥାରେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି l ଆଶ୍ରମ ରେ ଡାକ୍ତରୀ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି l
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ