ଖବରପାଇ ରାଜ୍ୟ ସ୍ନେକ ହେଲ୍ପଲାଇନ ସଂଯୋଜକ ଲଳିତ ମୋହନ ପଣ୍ଡା ପହଞ୍ଚି ଅଜଗରକୁ ଧରି ନିକଟସ୍ଥ ଜଙ୍ଗଲରେ ଛାଡି ଦେଇଛନ୍ତି।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।
ଅର୍ଗସ ବ୍ୟୁରୋ: କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ରାମଦାସପୁର ଶିଳ୍ପାଞ୍ଚଳରେ ଏକ ଏଗାର ଫୁଟିଆ ଅଜଗର ସାପ ବୁଲୁଥିବାର ଦେଖି ସ୍ଥାନୀୟ ଲୋକମାନେ ଭୟଭୀତ ହୋଇପଡ଼ିଥିଲେ। ବାଙ୍କୀ ସ୍ନେକ ହେଲ୍ପଲାଇନ ସଂଯୋଜକଙ୍କୁ ଖବର ଦେଇଥିଲେ।
ଖବରପାଇ ରାଜ୍ୟ ସ୍ନେକ ହେଲ୍ପଲାଇନ ସଂଯୋଜକ ଲଳିତ ମୋହନ ପଣ୍ଡା ପହଞ୍ଚି ଅଜଗରକୁ ଧରି ନିକଟସ୍ଥ ଜଙ୍ଗଲରେ ଛାଡି ଦେଇଛନ୍ତି।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।