ଯାହାର ପ୍ରଭାବରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶା ରେ ହେବ ବର୍ଷା। ୩ ଅକ୍ଟୋବରରେ ରାଜ୍ୟରେ ବଢିବ ବର୍ଷା। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧ ରୁ ୨ ତାରିଖ ମଧ୍ୟରେ ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଏବଂ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨ ରୁ ୩ ତାରିଖ ମଧ୍ୟରେ ୧୫ ଜିଲ୍ଲାକୁ ସତର୍କତା ଜାରି ହୋଇଛି।
ପାଣିପାଗ ଖବର ଆହୁରି ପଢ଼ନ୍ତୁ ।