ଘଡ଼ଘଡ଼ି ବର୍ଷା ସହ ୪୦-୫୦ ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହି ସବୁ ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ,ଢେ଼ଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ।
ଏଥିସହ ୬ ଜିଲ୍ଲାରେ ପ୍ରବଳ ବର୍ଷା ଅର୍ଥାତ ୭ ରୁ ୧୧ ସେଣ୍ଟିମିଟର ବର୍ଷା ହେବା ସମ୍ଭାବନା ରହିଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା _କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଯାଜପୁର, କଟକ, ଢେଙ୍କାନାଳ । ସେହିପରି ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ନେଇ ୧୭ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆହୁରି ପଢନ୍ତୁ ପାଣିପାଗ ଖବର...