ଏହି କାର୍ଯ୍ୟକ୍ରମରେ ନିଯୁକ୍ତି ପତ୍ର ପ୍ରଦାନ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ।
ଅଧିକ ପଢନ୍ତୁ ଓଡ଼ିଶା ଖବର