Be the first to know any news. You will get latest stories and video updates through the day. You can turn them off anytime.
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି । ଦିନକୁ ଦିନ ରାଜ୍ୟରେ କରୋନା ଜନିତ ଆକ୍ରାନ୍ତ ଏବଂ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି ।