ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଭଦ୍ରକ 16 ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର। 4ଜଣଙ୍କ ମଧ୍ୟରୁ 2 ଜଣ ମୃତ,2 ଜଣ ଗୁରୁତର।କଲିକତାରୁ ଭୁବନେଶ୍ୱର ଆସିବା ବେଳେ ହୋଇଥିଲା ଦୁର୍ଘଟଣା। ଗୁରୁତର ଜଣକୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ୨ ମୃତ୍ୟୁବରଣ କରିଥିବା ଜଣାପଡିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଜାମ୍ମୁ କାଶ୍ମୀର ପୁଞ୍ଚ୍ରେ IAF କନ୍ଭଏ ଉପରେ ଆତଙ୍କବାଦୀ ହମଲା ହୋଇଛି। ଆତଙ୍କୀ ହମ୍ଲାରେ ଯବାନ ଗୁରୁତର ହୋଇଥିବା ସୂଚନା ରହିଛି।ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟ୍ ପକ୍ଷରୁ କର୍ଡନ କରି ଜୋରଦାର ତଲାସୀ। ଏହି ଆକ୍ରମଣରେ ଅନେକ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଏହି ଆକ୍ରମଣ ସୁରନକୋଟର ସନାଇ ଗାଁରେ ହୋଇଛି । ଭାରତୀୟ ସେନା ଓ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି ।
ଅଧିକ ପଢ଼ନ୍ତୁ ଦେଶ ଖବର: