ଦୁହିଁଙ୍କ ମୁଣ୍ଡରେ ମାଡ଼ ହୋଇଥିବାବେଳେ ପ୍ରବଳ ରକ୍ତସ୍ରାବ ହୋଇଥିଲା । କିଛି ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କୁ ୧୧୨ ଦ୍ୱାରା ବୀରମହାରାଜପୁର ଡାକ୍ତରଖାନାକୁ ଆଣିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ବିଳମ୍ୱିତ ରାତିରେ ବାଇକ୍ ଦୁର୍ଘଟଣା । ଚାଲିଗଲା ୨ ଜୀବନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଉଫୁଲାରେ ବିଦ୍ୟୁତ୍ ଖୁଣ୍ଟରେ ବାଇକ୍ ପିଟିଥିବା ସୂଚନା । ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ । ମୃତକ ଦ୍ୱୟ ହେଲେ କମୀରା ଗାଁ ର ସମ୍ବିତ ପଧାନ ଓ ବୁଠୀପଦର ଗାଁ ର ସିପକ ନାଗ । ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଉଭୟେ ଏକ ବାଇକ୍ ଯୋଗେ ବୀରମହାରାଜପୁର ପଟକୁ ଫେରିବା ବେଳେ ଉଫୁଲା ଠାରେ ଏକ ବିଦ୍ୟୁତ୍ ଖୁଣ୍ଟରେ ବାଇକ୍ ଟି ଭାରସାମ୍ୟ ହରାଇ ପିଟି ହୋଇ ଥିଲା । ଫଳରେ ଉଭୟେ ଛିଟିକି ପଡ଼ିଥିଲେ ।
ଦୁହିଁଙ୍କ ମୁଣ୍ଡରେ ମାଡ଼ ହୋଇଥିବାବେଳେ ପ୍ରବଳ ରକ୍ତସ୍ରାବ ହୋଇଥିଲା । କିଛି ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କୁ ୧୧୨ ଦ୍ୱାରା ବୀରମହାରାଜପୁର ଡାକ୍ତରଖାନାକୁ ଆଣିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ : ପୋଲିସ ଅଧିକାରୀଙ୍କୁ ବିଜେଡ଼ି ମଞ୍ଚରେ ଭାଷଣ ଦେବା ପଡ଼ିଲା ମହଙ୍ଗା । ବିଜେପିର ଅଭିଯୋଗ ପରେ ଦୁଇ ପୋଲିସ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ । କଟକ - ଭୁବନେଶ୍ଵର ପୋଲିସ କମିଶନର, ପୋଲିସ ଡିଆଜିଙ୍କୁ ନିର୍ଦ୍ଦେଶ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ହୋଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି କ୍ଷୋଭ ପ୍ରକାଶ କଲେ ନିର୍ବାଚନ କମିଶନ । ଇଦୁଲ ଫିତର ନାଁରେ ଚୌଦ୍ଵାର ଥାନା ଆଇଆଇସି ବିଶ୍ଵ ରଞ୍ଜନ ସାହୁ ଏବଂ ଏସଆଇ ସରସ୍ଵତୀ ସାହୁ ଗୋଟିଏ ମଞ୍ଚରେ ବିଜେଡ଼ି ନେତାଙ୍କ ସହ ବସି ଭାଷଣ ଦେଉଥିଲେ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲା ବିଜେପି ।