ଘଟଣା ସ୍ଥଳରେ ୨ ମୃତ ୩ ଗୁରୁତର ରହିଛନ୍ତି । ଏଥିରେ ବରର ସମ୍ପର୍କିୟ ଭାଇ କ୍ଷେତ୍ରବାର୍ଷି ମହାରଣା ଏବଂ କୁଳମଣି ଦାସ ଦୁର୍ଘଟଣା ସ୍ଥାନରେ ମୃତ୍ୟୁ କରିଛନ୍ତି । ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣା ସ୍ଥଳରେ ପହଁଚି ଉଦ୍ଧାର କରିଛନ୍ତି । ଦୁର୍ଘଟଣା ଘଟିଥିବା ଗାଡ଼ିରେ ୮ ଜଣ ଥିଲେ । ଘଟଣା ସ୍ଥଳରେ ଠାକୁରମୁଣ୍ଡା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛନ୍ତି । ଏଖବର ପରେ ଗାଁରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଛି।
ଦୁର୍ଘଟଣାରେ ଚାଲିଗଲା ୨ଜଣଙ୍କ ଜୀବନ

ଅର୍ଗସ ବ୍ୟୁରୋ: ବରଯାତ୍ରୀ ଗାଡି ଦୁର୍ଘଟଣା ଗ୍ରସ୍ତ ଘଟିଛି । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।ଗତକାଲି ମୟୁରଭଞ୍ଜ କରଞ୍ଜିଆରେ ଏଭଳି ଘଟଣା ଘଟିଥିବା ଜଣାପଡିଛି। ଗୁଡ଼ଭଙ୍ଗାରୁ ଶୁକୃଲି ବରଯାତ୍ରୀ ଯାଇ ଫେରୁଥିବା ସମୟରେ ଘଟିଲା ଦୁର୍ଘଟଣା । ଠାକୁରମୁଣ୍ଡା ଓ ଆନନ୍ଦପୁର ରାସ୍ତା ତରାମରା ନିକଟରେ ବୋଲେରୋ ଗାଡି ଭାରସାମ୍ୟ ହରାଇ ରାସ୍ତା କଡ଼ କଲଭଟକୁ ପିଟିଦେଲା ।
ଚଳିତ ବର୍ଷ ବାତ୍ୟା ଆଶଙ୍କା ଅଧିକ: ପାଣିପାଗ ବିଭାଗ

ଅର୍ଗସ୍ ବ୍ୟୁରୋ : ଏ ବର୍ଷ ବାତ୍ୟା ଆଶଙ୍କା ଅଧିକ। ଏପରିକି ଚଳିତ ବର୍ଷ ଅଧିକ ବାତ୍ୟା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୨୦୨୦ରୁ ଆରମ୍ଭ ହୋଇଥିବା ଲା-ନିନୋର ପ୍ରଭାବ ଚଳିତ ବର୍ଷ ମଧ୍ୟ ଜାରି ରହିଛି । ଯାହାର ପ୍ରଭାବରେ ଚଳିତ ବର୍ଷ ବାତ୍ୟାର ଆଶଙ୍କା ଅଧିକ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ।
ଲା-ନିନୋ ଥଣ୍ତା ସାମୁଦ୍ରିକ ଜଳକୁ କୁହାଯାଏ
Download Argus News App
