ସ୍ତ୍ରୀକୁ ପିଟି ପିଟି ମାରିବା ପରେ ବିଷ ପିଇ ସ୍ୱାମୀର ଆତ୍ମହତ୍ୟା। ମୃତ ସ୍ତ୍ରୀ କୁନ୍ତୀ ତଅଁଲା ଓ ସ୍ୱାମୀ ଘାସୀ ତଅଁଲାର ମୃତଦେହ ଜବତ ହୋଇଛି। ଉଭୟଙ୍କ ମୃତଦେହ ଜବତ କରି ତଦନ୍ତ ଚଳାଇଛି ପୋଲିସ। ତେବେ ଏଘଟଣା ପରେ ଗାଁରେ ଦୁଃଖର ଲହରୀ ଖେଳିଯାଇଛି।
ଆହୁରି ଘଟୁଥିବା ଅପରାଧ ଖବର ବିଷୟରେ ପଢନ୍ତୁ...
ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା

ଅର୍ଗସ ବ୍ୟୁରୋ: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ହତ୍ୟା ପରେ ବିଷ ପିଇଲା ସ୍ୱାମୀ। ଏଭଳି ଅଭାବନୀୟ ଘଟଣାା ଘଟିଛି ବଲାଙ୍ଗିର ପାଟଣାଗଡ ଲରମ୍ଭା ଥାନା ଅନ୍ତର୍ଗତ ଖୁଣ୍ଟସମଲେଇ ଗାଁରେ।
ମାର୍କେଟରୁ ଉଭାନ୍ ହେବ ୨୦୦୦ ଟଙ୍କିଆ ନୋଟ୍ !

ଅର୍ଗସ୍ ବ୍ୟୁରୋ : ୨୦୧୬ ନଭେମ୍ବର ୮ରେ ମୋଦି ସରକାର ଦେଶରେ ପ୍ରଚଳନ ହେଉଥିବା ହଜାରେ ଏବଂ ପାଞ୍ଚ ଶହ ଟଙ୍କିଆ ନୋଟକୁ ଅଚଳ କରିଦେଲେ। ତାହା ସ୍ଥାନରେ ବିତ୍ତୀୟ ବଜାରକୁ ଆସିଲା ନୂଆ ୨ହଜାର ଓ ୫ଶହ ଟଙ୍କିଆ ନୋଟ୍। ହେଲେ ୫ଶହ ଟଙ୍କିଆ ନୋଟ୍ ଯେଉଁଭଳି ଲୋକଙ୍କ ଚାହିଦା ମେଣ୍ଟାଇଲା, ସେଭଳି ଚାହିଦା ମେଣ୍ଟାଇଲାନି ୨ହଜାର ଟଙ୍କିଆ।
ରିଜର୍ଭ ବ୍ୟାଙ୍କର ତଥ୍ୟ କହୁଛି ଏଣିକ
Download Argus News App
