ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଆତ୍ମାହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଖବରପାଇ ପୋଲିସ ପହଞ୍ଚି ତନାଘନା ଆରମ୍ଭ କରିଛି। ଏହା ହତ୍ୟା ନା ଆତ୍ମହତ୍ୟା ତାର ଖୋଳତାଡ କରୁଛି ପୋଲିସ।
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ
ଅର୍ଗସ ବ୍ୟୁରୋ: କୋରାପୁଟ ଲକ୍ଷ୍ମୀପୁର ବ୍ଲକ୍ ତୟାପୁଟ ଗ୍ରାମରେ ଅଭାବନୀୟ ଘଟଣା। ଗୋଟିଏ ପରିବାରର ତିନି ଜଣଙ୍କ ଆତ୍ମହତ୍ୟା ହୋିଥିବା ଜଣାପଡିଛି । ଆତ୍ମହତ୍ୟା ନା ହତ୍ୟାକୁ ନେଇ ଲକ୍ଷ୍ମୀପୁର ପୋଲିସର ତନାଘନା। ସ୍ଵାମୀ ଲିଙ୍ଗରାଜ ବିଷୋଇ, ସ୍ତ୍ରୀ ଜୋତ୍ସ୍ନା ବିଷୋଇ ଏବଂ ଦୁଇ ବର୍ଷର ଶିଶୁ ବେକରେ ରଶି ଲଗାଇ କରିଛନ୍ତି ଆତ୍ମହତ୍ୟା।
ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଆତ୍ମାହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଖବରପାଇ ପୋଲିସ ପହଞ୍ଚି ତନାଘନା ଆରମ୍ଭ କରିଛି। ଏହା ହତ୍ୟା ନା ଆତ୍ମହତ୍ୟା ତାର ଖୋଳତାଡ କରୁଛି ପୋଲିସ।
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ